କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ । ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ । କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । କାର୍ୟ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯