• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd March 2025 To 9th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Monday 03 Mar 2025

ଧନୁ-
ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ । ମାନସିକ ଅସି୍ଥରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର‌୍ୟ୍ୟାବଳୀ ଅନନ୍ୟ କାରଣ ହୋଇପାରେ ।  ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି । ଅଫିସ୍ରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି ।  ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ ।

ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS