କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ୟ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ ।
ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ । ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮