Weekly Horoscope From 3rd March 2025 To 9th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Monday 03 Mar 2025

ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ ।  କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ ।

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS