• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଅକ୍ଟୋବରରୁ ୯ ଅକ୍ଟୋବର ୨୦୨୨, ଜାଣନ୍ତୁ କିପରି କଟିବ ଏହି ସପ୍ତାହ

ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ ।

Taurus

ବୃଷ

Monday 03 Oct 2022

ଆୟ ଭଲ ହେବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବ । କର୍ମ କ୍ଷେତ୍ରରେ କଛି ଅନର୍ଥ ହୋଇପାରେ । ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ମହିଳା ମାନେ ପ୍ରଂଶସିତ ହେବେ । ଛାତ୍ର ଛାତ୍ରୀ ମାନେ ପଢାରେ ଚିନ୍ତିତ ରହିବେ ମାତ୍ର ବନ୍ଧୁଙ୍କ ସାହାର୍ଯ୍ୟରେ ଆଗେଇବେ ।

ପ୍ରତିକାର- ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :