• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଅକ୍ଟୋବରରୁ ୯ ଅକ୍ଟୋବର ୨୦୨୨, ଜାଣନ୍ତୁ କିପରି କଟିବ ଏହି ସପ୍ତାହ

ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ ।

Gemini

ମିଥୁନ

Monday 03 Oct 2022

କୈାଣସି କର୍ମରେ ଆବଦ୍ଧ ରହିପାରନ୍ତି । ବ୍ୟବସାୟରେ ବହୁ ପରିଶ୍ରମରେ ଅଳ୍ପ ଲାଭ ମିଳିବ । ପତ୍ନୀ ପିଡା ଅସୁବିଧା ଦେଖାଦେବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ । ଚାକିରିରେ ସ୍ଥାନନାଶ ଯୋଗ ରହଛି । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।

ପ୍ରତିକାର- ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :