• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଅକ୍ଟୋବରରୁ ୯ ଅକ୍ଟୋବର ୨୦୨୨, ଜାଣନ୍ତୁ କିପରି କଟିବ ଏହି ସପ୍ତାହ

ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ ।

Cancer

କର୍କଟ

Monday 03 Oct 2022

ମନ ଚାହୁଥିବା କାର୍ଯ୍ୟ ଆରମ୍ଭ କରିବେ । ଆୟ ଠାରୁ ବ୍ୟୟର ପରିମାଣ ଅଧିକ ରହିବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ପାରିବାରିକ ଜୀବନ ଅଶାନ୍ତି ଦେଖାଦେବ । ମହିଳା ମାନେ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟରେ କ୍ଷତି ଚାଲିବ । ଛାତ୍ରଛାତ୍ରୀ ମାନଙ୍କୁ ପରିଶ୍ରମର ଫଳ ମିଳିବ ।

ପ୍ରତିକାର - ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :