• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଅକ୍ଟୋବରରୁ ୯ ଅକ୍ଟୋବର ୨୦୨୨, ଜାଣନ୍ତୁ କିପରି କଟିବ ଏହି ସପ୍ତାହ

ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ ।

Leo

ସିଂହ

Monday 03 Oct 2022

ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ । କାର୍ଯ୍ୟରେ ବିଳମ୍ବ ଦେଖା ଦେଇପାରେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଦେହପିଡା ଲାଗି ରହିବ । ବ୍ୟବସାୟରେ ଲାଭ ମିଳିବ । ମହିଳା ମାନେ କର୍ମତତ୍ପର ରହିବେ । ଶିକ୍ଷାର୍ଥୀ ମାନଙ୍କର ଇଚ୍ଛା ପୂରଣ ହେବ ।

ପ୍ରତିକାର- ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :