• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଅକ୍ଟୋବରରୁ ୯ ଅକ୍ଟୋବର ୨୦୨୨, ଜାଣନ୍ତୁ କିପରି କଟିବ ଏହି ସପ୍ତାହ

ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ ।

Virgo

କନ୍ୟା

Monday 03 Oct 2022

ନୂଆ କରି ଆରମ୍ଭ କରିଥିବା ବ୍ୟବସାୟରେ ଲାଭବାନ ହେବେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ଆୟ ଖୁବ୍ ଭଲ ହେବ । ରକ୍ତପାତର ସମ୍ଭାବନା ପାଇଁ ସତର୍କ ରୁହନ୍ତୁ । ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧ୍ୟାନ ବଜାୟୀ ରଖିବେ । ମହିଳା ମାନେ ଧର୍ମପରାୟଣ ହେବେ । ଛାତ୍ରଛାତ୍ରୀଙ୍କୁ ଶୁଭ ଫଳ ମିଳିବ ।

ପ୍ରତିକାର- ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :