• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଅକ୍ଟୋବରରୁ ୯ ଅକ୍ଟୋବର ୨୦୨୨, ଜାଣନ୍ତୁ କିପରି କଟିବ ଏହି ସପ୍ତାହ

ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ ।

Sagittarius

ଧନୁ

Monday 03 Oct 2022

ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । କର୍ମରେ ଆଶାତୀତ ବୃଦ୍ଧି ଘଟିବ । ମାନସିକ ଦୁଶ୍ଚିନ୍ତା କମିବ । ଆୟ- ବ୍ୟୟ ସମାନ ରହିବ । ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ଜମିଜମାକୁ ନେଇ କଳହ ଦେଖାଦେବ । ଋଣ କରିବାକୁ ପଡିପାରେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ବିବ୍ୟାର୍ଥୀ ମାନେ ପଢାପଢିରେ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ପ୍ରତିକାର - ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :