• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Taurus

ବୃଷ

Monday 05 Aug 2024

ଅନେକ ସମସ୍ୟାର ସମାଧାନ ହୋଇ ମାନସିକଶାନ୍ତି ଅନୁଭବ କରିବେ । ସ୍ଥିର ସ୍ୱଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ୱିଗୁଣା ବଢେଇ ପାରିବେ । ରାଜନୈତିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ୱାରା ଆଗକୁ ବଢିବାରେ ସକ୍ଷମ ହେବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବହୁକ୍ଷେତ୍ରରେ ପ୍ରିୟତା , ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବିଶେଷ ଶୁଭ ସମୟ ।

ପ୍ରତିକାର- ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...