• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aquarius

କୁମ୍ଭ

Monday 05 Aug 2024

ବାଦବିବାଦ , ପରୀକ୍ଷା ପ୍ରତିଯୋଗିତା , ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ବାଦବିବାଦ , ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ବ୍ୟବସାୟରେ ଲାଭବାନ୍ ହେବେ । 

ପ୍ରତିକାର- ଶନିଙ୍କର ଗାୟତ୍ର୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...