• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Pisces

ମୀନ

Monday 05 Aug 2024

ସାମାଜିକ ପ୍ରତିଷ୍ଠା , ମାନସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଜମିଜମା ସଂକ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ , ଭ୍ରମଣ ଫଳରେ ହସଖୁସିରେ ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । କଳା , ସଙ୍ଗୀତ , ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତ୍ୟେକ କ୍ଷେତ୍ରରେବ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

ପ୍ରତିକାର-ବିଷ୍ଣୁଙ୍କ ପୂଜା ଓ ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...