• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Leo

ସିଂହ

Monday 05 Aug 2024

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । କଳା , ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରିପାରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି ।  

ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...