• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Virgo

କନ୍ୟା

Monday 05 Aug 2024

କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ଶାନ୍ତି ଅନୁଭବ କରିବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତିରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରି ପାରନ୍ତି ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କ ପୂଜା ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...