• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Libra

ତୁଳା

Monday 05 Aug 2024

ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ସନ୍ତାନ ସନ୍ତତିଙ୍କ ସରଫରୁ ଆଶାବାଦୀ ହେବେ । ଋଣମୁକ୍ତ ହେବାପାଇଁ ଯ୍ଧେକ୍ସନା ପ୍ରସ୍ତୁତ କରି ପାରିବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । 

ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...