• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Sagittarius

ଧନୁ

Monday 05 Aug 2024

ବ୍ୟବସାୟିକ ଯାତ୍ରା କରିବା ଦ୍ୱାରା ଧନ ଲାଭ ହେବାର ସମ୍ଭାବନା ଅଛି । ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୀତିରେ ଅନେକ ସମସ୍ୟାର ସମାଧାନ ହୋଇ , ହସ ଖୁସିରେ ବାତାବରଣ ଖେଳିଯିବ । ଚାକିରୀ କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ରାଜନୈତିକ କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ । 

ପ୍ରତିକାର-ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...