• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 5th August To 11th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Capricorn

ମକର

Monday 05 Aug 2024

ସ୍ୱାସ୍ଥ୍ୟରେ ଉନ୍ନତି ହେବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ ଓ ଆଧ୍ୟାତ୍ମିକ ବୌଦ୍ଧିକ କ୍ଷେତ୍ରରେ ଦୃଢତା ପ୍ରାପ୍ତ ହେବ । ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ୱାସ ବୃଦ୍ଧି ହେବ । ଉପରିସ୍ଥ କର୍ମଚାରୀ ସହଯୋଗ ଲୋଡିବେ । ବିଦ୍ୟାର୍ଥୀମାନେ ଶୁଭ ସମାଚାର ପାଇ ଖୁସିହେବେ ।  ନୂଆ ଲକ୍ଷ ନିର୍ଦ୍ଧାରିତ କରି ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ପାଇଁ ପ୍ରଯତ୍ନଶୀଳ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ । ପୁରାତନ ରୋଗର ସାମାନ୍ୟ ଉପସମ ପରିଲକ୍ଷିତ ହେବ । 

ପ୍ରତିକାର-ମା’ ଶାରଳାଙ୍କ ଆରାଧନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...