ଏହି ସପ୍ତାହରେ ଆଇନଗତ ପ୍ରତିବନ୍ଧକ ହଟିଯିବ,ଚାକିରିରେ ସ୍ଥାନାନ୍ତର ଏବଂ ପଦୋନ୍ନତି ଅଛି। ଏହି ସପ୍ତାହରେ ବକେୟା ରାଶି ପ୍ରାପ୍ତ ପାଇଁ ପ୍ରୟାସ ସଫଳ ହେବ, ଦୂର ଯାତ୍ରା ସଫଳ ହେବ।
ପରିବାର ଚିନ୍ତିତ ହେବେ। ପତି-ପତ୍ନୀଙ୍କଠାରୁ ସମର୍ଥନ ପାଇବେ। ଆଇନଗତ ପ୍ରତିବନ୍ଧକ ହଟିଯିବ। ବ୍ୟବସାୟ ଭଲ କରିବ। ଆପଣ ଦାନ କରି ମାନସିକ ସୁଖ ଅର୍ଜନ କରିବେ। ବ୍ୟବସାୟ ଅବସ୍ଥା ଆଶାବାଦୀ ରହିବ। ପରିବାର, ମାଙ୍ଗଳିକ କାର୍ଯ୍ୟ ଯୋଜନା କରାଯିବ। ଆପଣ ଋଣ ନେବା ଠାରୁ ଦୂରେଇ ରହିବା ଉଚିତ୍।ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନ ଓ ନିର୍ମାଣାଧୀନ କାମରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ବର ଉଠାଇ ପରିସ୍ଥିତିକୁ ଜଟିଳ କରିଦେବେ। ଅଭାବଜନିତ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬