ଏହି ସପ୍ତାହରେ ଆଇନଗତ ପ୍ରତିବନ୍ଧକ ହଟିଯିବ,ଚାକିରିରେ ସ୍ଥାନାନ୍ତର ଏବଂ ପଦୋନ୍ନତି ଅଛି। ଏହି ସପ୍ତାହରେ ବକେୟା ରାଶି ପ୍ରାପ୍ତ ପାଇଁ ପ୍ରୟାସ ସଫଳ ହେବ, ଦୂର ଯାତ୍ରା ସଫଳ ହେବ।
ପରିସ୍ଥିତି ସ୍ବାଭାବିକ ହେବା ସାଙ୍ଗକୁ ପରିବାରିକ ସ୍ଥିରତା ଫେରି ଆସିବ। ଚେଷ୍ଟା କରୁଥିବା କାମଗୁଡିକ ପାଇଁ ଚିନ୍ତିତ ହେବେ। ପରିବାରରେ ମନର ଦୁଃଖ ଓ ଅବସୋସକୁ ପ୍ରକାଶ କରି ନ ପାରି ନୀରବ ରହିବାକୁ ବାଧ୍ୟ ହେବେ। ନିଜର ସଚ୍ଚୋଟତା ଓ ଜିଦ୍ଖୋର ପ୍ରବୃତ୍ତି କେତେକ ସମ୍ଭାବ୍ୟ ସମସ୍ୟାକୁ ନିମନ୍ତ୍ରଣ କରିପାରେ।ସୁଖର ମାଧ୍ୟମ ସଂଗ୍ରହ କରିବ। ପ୍ରୟାସ ସଫଳ ହେବ। ଆଜି ସମ୍ମାନ ପାଇବେ। ବ୍ୟବସାୟ ଭଲ କରିବ। ଖୁସି ହେବେ। ଚାକିରିରେ ଆପଣ ଚାହୁଁଥିବା ପଦୋନ୍ନତି ପାଇବାକୁ ସୁଯୋଗ ପାଇବେ। ଧର୍ମର କାର୍ଯ୍ୟ ପ୍ରତି ଆଗ୍ରହ ଆପଣଙ୍କ ମନୋବଳ ବୃଦ୍ଧି କରିବ। ଅପରିଚିତ ଲୋକଙ୍କୁ ବିଶ୍ୱାସ କର ନାହିଁ।
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧