• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 7th October To 13th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ

Taurus

ବୃଷ

Monday 07 Oct 2024

ଆପଣ କୌଣସି ପୁରୁଣା ରୋଗଠୁ ମୁକ୍ତି ପାଇବେ ଜ୍ଝ ହଠାତ ଆୟ ବଢ଼ିବା ଯୋଗୁଁ ଆର୍ଥିକ ଅବସ୍ଥାରେ ସୁଧାର ଆସିବ ଓ ରୁଣ ଆରମରେ ସୁଝି ପାରିବେ ଜ୍ଝ ନିଜର ଅତିଥି ମାନଙ୍କ ସହିତ ମିଶିକି କିଛି ବିଶେଷ କରିବାକୁ ଯୋଜନା ବନାଇବେ ଆଜି ଆପଣ ଆପଣଙ୍କର ଜୀବନ-ସାଥୀ ସହିତ କିଛି ବିଶେଷ କ୍ଷଣ ବିତାଇବେ ଜ୍ଝ ନିଜ କଥାକୁ ଠିକ ପ୍ରମାଣିତ କରିବା ପାଇଁ ଆପଣ ଆପଣଙ୍କ ସହଭାଗୀଙ୍କ ସହିତ ଯୁକ୍ତି ତର୍କ ଅଥବା ଝଗଡ଼ା କରିପାରନ୍ତି ଜ୍ଝ ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ଜ୍ଝ

ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :