• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 7th October To 13th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ

Aquarius

କୁମ୍ଭ

Monday 07 Oct 2024

ପରିବାରରେ ମନୋମାଳିନ୍ୟକୁ ଏଡେଇ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବା ସହ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଯେ କୌଣସି ପ୍ରକାର ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ । ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଦ୍ୱାରା କାମ ହାସଲ କରିବେ । ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିପାରିବେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :