• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 7th October To 13th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ

Gemini

ମିଥୁନ

Monday 07 Oct 2024

ଆର୍ଥିକ ଓ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ । ମଝିରେ ମଝିରେ ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ତାହା ଦ୍ୱାରା ପ୍ରଭାବିତ ହୋଇପାରେ । ଯାତ୍ରା ଓ ବନ୍ଧୁମିଳନ, କଳା, ସାହିତ୍ୟ, ସଭା ସମିତିରେ ସମ୍ମାନିତ ହେବେ । ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ରକରି ଅନର୍ଥ ସୃଷ୍ଟି ହୋଇପାରେ । ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମ ସହଜ ଓ ସୁବିଧାରେ ହେବ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଜମିଜମା କାରବାରରେ ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର‌୍ୟ୍ୟ ହାସଲ ହେତୁ ଖୁସି ରହିବେ।

ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର‌୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :