• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 7th October To 13th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ

Leo

ସିଂହ

Monday 07 Oct 2024

କୌଣସି ପ୍ରକାରେ ଟଙ୍କା ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ । ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। ରାଜନୀତିରେ ଉଚ୍ଚ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ ।

ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର‌୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :