• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 7th October To 13th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ

Libra

ତୁଳା

Monday 07 Oct 2024

ପାରିବାରିକ ଜୀବନରେ ଯଥେଷ୍ଟ ପରିବର୍ତ୍ତନ ଆସିବ ତେଣୁ ଏହି ସମୟ ମଧ୍ୟରେ ଆପଣଙ୍କୁ ଅତିରିକ୍ତ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ । ପୁରାତନ ରୋଗରୁ ଉପସମ ମିଳିବ । କର୍ମକ୍ଷେତ୍ରରେ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମ ହାସଲ ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିବେ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୁରଣ କରିବେ । ଦାମ୍ପତ୍ୟ ଜୀବନରେ ଭୁଲବୁଝାମଣା ହେତୁ କଳହ ସୃଷ୍ଟି ହୋଇପାରେ ।

ପ୍ରତିକାର – ଓଁ ଦ୍ରାଂ ଦ୍ରୀଂ ଦୈା ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :