• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 7th October To 13th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ, ଜୀବନ ସାଥୀ ସହିତ ଭ୍ରମଣ କରିବାକୁ ଯାଇପାରନ୍ତି ।

Aries

ମେଷ

Monday 07 Oct 2024

ସ୍ବାସ୍ଥ୍ୟର ଉନ୍ନତି ପରିଲକ୍ଷିତ ହେବା କାରଣରୁ ବ୍ୟସ୍ତତା ଦୂର ହେବ । ଅର୍ଥ ସମ୍ପର୍କୀୟ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ । ସାମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ରାଜନେତାଙ୍କ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ନୂତନ କାର୍ଯ୍ୟ ପାଇ ଆଶାୟୀ ଥିବା ଛାତ୍ରଛାତ୍ରୀ ମାନେ ଖୁସି ହେବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ବାଦବିବାଦ , ମାଲିମୋକଦ୍ଦମାଠାରୁ ଦୂରେଇ ରହିବା ଭଲ । ସାଧାରଣ ଆଲୋଚନା କ୍ଷେତ୍ରରେ ଦ୍ୱନ୍ଦ୍ୱ ଲାଗି ରହିବ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।

ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :