• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Aries

ମେଷ

Monday 09 Sep 2024

ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଗୁରୁଜନଙ୍‌କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ୱାସ ବୃଦ୍ଧି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ନୂତନ ବନ୍ଧୁଙ୍କ ଆଗମନ ହେବ । ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଧର୍ମ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନଙ୍କ ମଧ୍ୟରେ ସାମଞ୍ଜସ୍ୟ ସୃଷ୍ଟି ହେବ ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :