• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Taurus

ବୃଷ

Monday 09 Sep 2024

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବନ୍ଧୁ ବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :