• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Aquarius

କୁମ୍ଭ

Monday 09 Sep 2024

ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସମାନ ବିଚାରଧାରା ବ୍ୟକ୍ତିମାନଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ରେ ବିଜୟୀହେବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ପାଇ ପାରନ୍ତି । ଯାନ ବାହନ ସମ୍ବନ୍ଧୀୟ ସମସ୍ୟା ଦେକାଦେଇପାରେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :