• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Pisces

ମୀନ

Monday 09 Sep 2024

ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଅର୍ଥ ସମ୍ପର୍କୀତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :