• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Leo

ସିଂହ

Monday 09 Sep 2024

ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ଅଧିକାରୀଙ୍କ ଠାରୁ ସହଯୋଗ ମିଳିବା ଫଳରେ ଅଫିସର, ସହକର୍ମୀମାନେ କାମର ପ୍ରଶଂସା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାସ୍ତାରେ ଯିବା ସମୟରେ ସତର୍କତାର ସହିତ ଯିବା ଆସିବା କରନ୍ତୁ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :