• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Virgo

କନ୍ୟା

Monday 09 Sep 2024

ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ପାରିବାରିକ ଜୀବନରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟି ହେବ । ସାଙ୍ଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହେବେ । ସ୍ୱସ୍ଥ୍ୟରେ ଉନ୍ନତି ହେବାସହ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ମିତ୍ରଙ୍କ ସାହାଯ୍ୟରେ ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :