• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Scorpio

ବିଛା

Monday 09 Sep 2024

ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ଜାଗା, ଜମି ଉଚ୍ଚସ୍ତରୀୟ ଯାନ ବାହନ ଆଦି କ୍ରୟ କରିପାରନ୍ତି ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :