• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Sagittarius

ଧନୁ

Monday 09 Sep 2024

ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :