• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 8th September To 14th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଏହି ସପ୍ତାହରେ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ,ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ, ରାଜନୈତକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

Capricorn

ମକର

Monday 09 Sep 2024

ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଲରେ ମନ ସନ୍ତୁଷ୍ଟ ହେବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ । ସରକାରୀ କାମରେ ସଫଳତା ମିଳିବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର ଆଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଏକାଡେମିକ୍ କାର‌୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :