ଏହି ସପ୍ତାହରେ ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ ,ଏହି ସପ୍ତାହରେ ଆକସ୍ମିକ ଧନ ଲାଭ ହେବ ,ଏହି ସପ୍ତାହରେ ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ସାମାଜିକ ପତିଆରା ଅମଳିନ ରହିବ । କୌଣସି ପ୍ରକାରର ନୂତନ ବ୍ୟବସାୟରେ ବିନିଯୋଗ ହେବାର ସମ୍ଭାବନା ଅଛି । ଚାକିରି ପରିବର୍ତ୍ତନ ପାଇଁ ଏକ ସୁଯୋଗ ମଧ୍ୟ ପାଇପାରନ୍ତି । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬