ଏହି ସପ୍ତାହରେ ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ ,ଏହି ସପ୍ତାହରେ ଆକସ୍ମିକ ଧନ ଲାଭ ହେବ ,ଏହି ସପ୍ତାହରେ ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ, ପରିବହନରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ପାରିବାରିକ ଅସ୍ଥିରତା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି । ଅଫିସ ରେ କିମ୍ବା ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ନିଜ କଥାରେ ସଞମତା ରଖି ନପାରିଲେ ଉପହାସିତ ହେବେ । ଅପ୍ରିୟ ସତ୍ୟ ଭାଷଣ ସାଙ୍ଗକୁ ପରକଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିବେ । ଭୁଲ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ଶେୟାର ବଜାର କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ । ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ ।
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩