ଏହି ସପ୍ତାହରେ ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ ,ଏହି ସପ୍ତାହରେ ଆକସ୍ମିକ ଧନ ଲାଭ ହେବ ,ଏହି ସପ୍ତାହରେ ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
କର୍ମ କ୍ଷେତ୍ରରେ ଦାୟିତ୍ୱ ବଢିବା ସହ ମିତ୍ରମାନଙ୍କ ଦ୍ୱାରା ଲାଭ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ । ଭାଇ ଭଉଣୀ ବନ୍ଧୁ ବାନ୍ଧବଙ୍କ ସହିତ ଉତମ ସମ୍ପର୍କ ରହିବ । ଭଲ ଭାବରେ ଭାବିଚିନ୍ତି କାମ କଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ ।
ପ୍ରତିକାର –ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩