• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Aries

ମେଷ

Tuesday 14 May 2024

ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପୈତୃକ ସମ୍ପତି , ପାରିବାରିକ ଦ୍ୱନ୍ଦର ସମାଧାନ ହେବ ।

ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :