• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Taurus

ବୃଷ

Tuesday 14 May 2024

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ କଠିନ କାର୍ଯ୍ୟ ସହଜରେ ସମାଧାନ କରି ପାରିବେ । ବ୍ୟବସାୟରେ କଠିନ ପରିଶ୍ରମର ସକରାତ୍ମକ ଫଳାଫଳ ପାଇବେ ଓ ବକେୟା ଅର୍ଥ କିଛି ମିଳିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉଚ୍ଚଆଶା ସଫଳ ହେବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :