• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Aquarius

କୁମ୍ଭ

Tuesday 14 May 2024

ବ୍ୟବସାୟରେ ସାମାନ୍ୟ ଲାଭବାନ୍ ହେବେ । ପାରିବାରିକ ଜୀବନ ଆନନ୍ଦ ଉଲ୍ଲାସରେ ଭରିରହିବ । ଅନ୍ୟମାନକୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଧର୍ମ କାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।

ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :