• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Pisces

ମୀନ

Tuesday 14 May 2024

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ରାସ୍ତାରେ ଯିବା ସମୟରେ ସତର୍କତାର ସହ ଯିବା ଆସିବା କରନ୍ତୁ ।

ପ୍ରତିକାର – ସୂର‌୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :