• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Gemini

ମିଥୁନ

Tuesday 14 May 2024

ପରିବାରରେ ମାନ ମନାନ୍ତର ଦୂର ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ । ପୁରୁଣା ଭୁଲ ଯୋଗୁ ମାନସିକ ଚାପ ବୃଦ୍ଧି ପାଇବ ଓ ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :