• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Cancer

କର୍କଟ

Tuesday 14 May 2024

ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । ସରକାରୀ ସାହାଯ୍ୟ ମିଳିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ । ପରହାତରେ ଥିବା ଧନ ପ୍ରାପ୍ତି ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତି ପାଇବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :