• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Leo

ସିଂହ

Tuesday 14 May 2024

ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର –ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :