• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Virgo

କନ୍ୟା

Tuesday 14 May 2024

ସ୍ୱାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ । ଜମିବାଡି ଓ ଗର ଜାଗା ନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ । ସ୍ଥଗିତ ଥିବା କାମ ପୁରା ହେବ । ଅଫିସ୍ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।

ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :