• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Libra

ତୁଳା

Tuesday 14 May 2024

ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । କର୍ମ କ୍ଷେତ୍ରରେ ଉତମ ରୋଜଗାର କରିପାରିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞସ୍ୟ ବଜାୟ ରହିବ

ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :