• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Scorpio

ବିଛା

Tuesday 14 May 2024

ପ୍ରିୟ ଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବନା ଅଛି । ସମସ୍ତ ଦାୟିତ୍ୱ ଏକାସାଙ୍ଗରେ ନିଜ ଉପରେ ନିଅନ୍ତୁ ନାହିଁ । ଆପଣଙ୍କ ବିଚାର କ୍ଷମତାକୁ ସାଧାରଣ ଲୋକେ ପ୍ରଶଂସା କରିବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ମହିଳା ମାନେ ଧୈର‌୍ୟ୍ୟ ଧରି କାମ କରିଲେ କାର‌୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ

ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :