• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମେ ୧୩ ରୁ ମେ ୧୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଏହି ସପ୍ତାହରେ ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

Sagittarius

ଧନୁ

Tuesday 14 May 2024

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :