• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Taurus

ବୃଷ

Monday 20 May 2024

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ।

ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :